ମ୍ୟାଲେରିଆ ରିସର୍ଚ୍ଚ ସେଣ୍ଟର ବନ୍ଦ ପ୍ରସଙ୍ଗ, କେନ୍ଦ୍ରକୁ ହାଇକୋର୍ଟଙ୍କ ଜବାବ ତଲବ
ମ୍ୟାଲେରିଆ

15:07 February 22

ମ୍ୟାଲେରିଆ ରିସର୍ଚ୍ଚ ସେଣ୍ଟର ବନ୍ଦ ପ୍ରସଙ୍ଗ, କେନ୍ଦ୍ରକୁ ହାଇକୋର୍ଟଙ୍କ ଜବାବ ତଲବ

କଟକ: ରାଉରକେଲାରେ ମ୍ୟାଲେରିଆ ରିସର୍ଚ୍ଚ ସେଣ୍ଟର ବନ୍ଦ ହେବା ସମ୍ପର୍କୀତ ମାମଲା । ଏନେଇ କେନ୍ଦ୍ର ସରକାରଙ୍କୁ ଜବାବ ତଲବ କଲେ ହାଇକୋର୍ଟ ।

 

ଆସନ୍ତା ମାର୍ଚ୍ଚ ୮ ସୁଦ୍ଧା ଜବାବ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ରାଜ୍ୟର ଏକମାତ୍ର ମ୍ୟାଲେରିଆ ରିସର୍ଚ୍ଚ ସେଣ୍ଟରକୁ ବନ୍ଦ କରିବା ଲାଗି ନିଷ୍ପତି ହୋଇଥିଲା । ଏହାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଛି ଜନସ୍ବାର୍ଥ ମାମଲା ।

 

କଟକରୁ ନାରାୟଣ ସାହୁ, ଇଟିଭି ଭାରତ 

    About us Privacy Policy
    Terms & Conditions Contact us

    • ETV
    • ETV
    • ETV
    • ETV

    Copyright © 2021 Ushodaya Enterprises Pvt. Ltd., All Rights Reserved.
    ETV

    INSTALL APP

    ETV

    CHANGE STATE

    ETV

    SEARCH

    ETV

    MORE

      • About us
      • Privacy Policy
      • Terms & Conditions
      • Contact us
      • Feedback

      Copyright © 2021 Ushodaya Enterprises Pvt. Ltd., All Rights Reserved.